Jeremiah 38:13 — Compare Translations

5 translations compared side by side

Odia - 1840
"ସହେି ଲୋକମାନେ ରଜ୍ଜୁ ସାହାୟ୍ଯ ରେ ଟାଣି ଯିରିମିୟଙ୍କୁ କୂପରୁ ବାହାର କରି ଆଣିଲେ। ଆଉ ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିରିମୀୟ ସେପରି କଲେ । ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ । ପୁଣି, ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ରଜ୍ଜୁ ସାହାଯ୍ୟରେ ଟାଣି ଯିରିମିୟଙ୍କୁ କୂପରୁ ବାହାର କରି ଆଣିଲେ। ଆଉ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।