Jeremiah 38:15 — Compare Translations
5 translations compared side by side
Odia - 1840
"ତହୁଁ ଯିରିମିୟ ସିଦିକିଯଙ୍କୁ କହିଲେ, ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତବେେ ଆପଣ ମାେତେ ନିଶ୍ଚଯ ବଧ କରିବେ। ଆଉ ମୁଁ ଯବେେ ଆପଣଙ୍କୁ ପରାମର୍ଶ ଦବେି, ତବେେ ଆପଣ ମାେ କଥା ଶୁଣିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯିରିମୀୟ ସିଦିକୀୟକୁ କହିଲେ, ମୁଁ ଯେବେ ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯିରିମିୟ ସିଦିକିୟଙ୍କୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ ମୋତେ ନିଶ୍ଚୟ ବଧ କରିବେ। ଆଉ ମୁଁ ଯେବେ ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋʼ କଥା ଶୁଣିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଯିରିମୀୟ ସିଦିକୀୟକୁ କହିଲେ, “ମୁଁ ଯଦି ଆପଣଙ୍କୁ ତାହା ଜଣାଇବି, ତେବେ ଆପଣ କି ମୋତେ ନିଶ୍ଚୟ ବଧ କରିବେ ନାହିଁ? ଆଉ, ମୁଁ ଯଦି ଆପଣଙ୍କୁ ପରାମର୍ଶ ଦେବି, ତେବେ ଆପଣ ମୋ’ କଥା ଶୁଣିବେ ନାହିଁ।”