Jeremiah 38:16 — Compare Translations
5 translations compared side by side
Odia - 1840
"ତହୁଁ ସଦିକିଯ ରାଜା ଗୋପନ ରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମ ରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତ ରେ ସମର୍ପଣ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସିଦିକିୟ ରାଜା ଗୋପନରେ ଯିରିମିୟଙ୍କ ନିକଟରେ ଶପଥ କରି କହିଲେ, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ମୁଁ ତୁମ୍ଭକୁ ବଧ କରିବି ନାହିଁ କିଅବା ତୁମ୍ଭ ପ୍ରାଣନାଶକାରୀ ଏହି ଅଧିପତିମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସିଦିକୀୟ ରାଜା ଗୋପନରେ ଯିରିମୀୟଙ୍କ ନିକଟରେ ଶପଥ କରି କହିଲା, “ଆମ୍ଭମାନଙ୍କର ଏହି ଜୀବାତ୍ମାର ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କର ଶପଥ, ମୁଁ ତୁମ୍ଭକୁ ବଧ କରିବି ନାହିଁ, କିଅବା ତୁମ୍ଭ ପ୍ରାଣନାଶର ଚେଷ୍ଟାକାରୀ ଏହି ଲୋକମାନଙ୍କ ହସ୍ତରେ ସମର୍ପଣ କରିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)