Jeremiah 38:18 — Compare Translations

5 translations compared side by side

Odia - 1840
"ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ବୀକାର ନ କରିବ, ତବେେ ଏହି ନଗର କଲଦୀଯମାନଙ୍କ ହସ୍ତ ରେ ସମର୍ପିତ ହବେ ଓ ସମାନେେ ଅଗ୍ନି ରେ ଏହାକୁ ଦଗ୍ଧ କରିବେ। ଆଉ ତୁମ୍ଭେ ସମାନଙ୍କେ ହସ୍ତରୁ ରକ୍ଷା ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି ତୁମ୍ଭେ ବାହାରି ବାବିଲ ରାଜାଙ୍କ ଅଧିପତିମାନଙ୍କ ଅଧୀନତା ସ୍ୱୀକାର ନ କରିବ, ତେବେ ଏହି ନଗର କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ଏହାକୁ ଦ‌ଗ୍‌ଧ କରିବେ। ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”