Jeremiah 38:19 — Compare Translations
5 translations compared side by side
Odia - 1840
"ମାତ୍ର ସିଦିକିଯ ରାଜା ଯିରିମିୟଙ୍କୁ କହିଲେ, ଯେଉଁ ୟିହୁଦି ଲୋକମାନେ କଲଦୀଯମାନଙ୍କ ପକ୍ଷକୁ ୟାଇଅଛନ୍ତି, ସମାନଙ୍କେୁ ମୁଁ ଭୟ କରୁଛି। ସମାନେେ ହୁଏତ ମାେତେ ସମାନଙ୍କେ ହସ୍ତ ରେ ସମର୍ପଣ କରିବେ। ଆଉ ସମାନେେ ମାେତେ ଆଘାତ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସିଦିକିୟ ରାଜା ଯିରିମିୟଙ୍କୁ କହିଲେ, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଛି। ସେମାନେ ହୁଏତ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ। ଆଉ ସେମାନେ ମୋତେ ଆଘାତ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସିଦିକୀୟ ରାଜା ଯିରିମୀୟଙ୍କୁ କହିଲା, “ଯେଉଁ ଯିହୁଦୀ ଲୋକମାନେ କଲ୍ଦୀୟମାନଙ୍କ ପକ୍ଷକୁ ଯାଇଅଛନ୍ତି, ସେମାନଙ୍କୁ ମୁଁ ଭୟ କରୁଅଛି, କେଜାଣି ଲୋକେ ମୋତେ ସେମାନଙ୍କ ହସ୍ତରେ ସମର୍ପଣ କରିବେ, ଆଉ ସେମାନେ ମୋତେ ପରିହାସ କରିବେ।”