Jeremiah 38:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଏହି କଥା କହନ୍ତି, ' ଯେଉଁ ଲୋକ ଏହି ନଗର ରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ରେ ମରିବ। ମାତ୍ର ଯେଉଁ ଲୋକ ବାହାର ହାଇେ କଲଦୀଯମାନଙ୍କ ନିକଟକୁ ୟିବ ସେ ବଞ୍ଚିବ। ସମାନେେ ମୃତ୍ଯୁରୁ ବଞ୍ଚିବେ ଓ ରକ୍ଷା ପାଇବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ଏହି କଥା କହନ୍ତି, ‘ଯେଉଁ ଲୋକ ଏହି ନଗରରେ ରହିବ, ସେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ। ମାତ୍ର ଯେଉଁ ଲୋକ ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ ସେ ବଞ୍ଚିବ। ସେମାନେ ମୃତ୍ୟୁରୁ ବଞ୍ଚିବେ ଓ ରକ୍ଷା ପାଇବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ଏହି କଥା କହନ୍ତି, ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”