Jeremiah 38:20 — Compare Translations

5 translations compared side by side

Odia - 1840
"କିନ୍ତୁ ଯିରିମିୟ କହିଲେ, ସମାନେେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନଯ କରୁଛି, ମାେ ଦ୍ବାରା କଥିତ ସଦାପ୍ରଭୁଙ୍କର ବାକ୍ଯ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହବେ ଓ ଆପଣଙ୍କ ପ୍ରାଣ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିରିମୀୟ କହିଲେ, ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ । ବିନୟ କରୁଅଛି, ମୋʼ ଦ୍ଵାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ: ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିରିମିୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ମୁଁ ବିନୟ କରୁଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ। ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋʼ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।