Jeremiah 38:21 — Compare Translations

5 translations compared side by side

Odia - 1840
"ମାତ୍ର ଯଦି ଆପଣ ସଦାପ୍ରଭୁଙ୍କ ବାକ୍ଯ ନ ମାନି କଲଦୀଯମାନଙ୍କର ଅଧୀନତା ସ୍ବୀକାର ନ କରିବ, ତବେେ ସଦାପ୍ରଭୁ ମାେତେ ଯେଉଁ କଥା ଜଣାଇ ଅଛନ୍ତି, ତାହା ହେଉଛି ଏହା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଦି ଆପଣ ସଦାପ୍ରଭୁଙ୍କ ବାକ୍ୟ ନ ମାନି କ‌‌ଲ୍‌‌ଦୀୟମାନଙ୍କର ଅଧୀନତା ସ୍ୱୀକାର ନ କରିବ, ତେବେ ସଦାପ୍ରଭୁ ମୋତେ ଯେଉଁ କଥା ଜଣାଇ ଅଛନ୍ତି, ତାହା ହେଉଛି ଏହା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି:
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ଆପଣ ବାହାରି ଯିବା ପାଇଁ ଅସମ୍ମତ ହୁଅନ୍ତି, ତେବେ ସଦାପ୍ରଭୁ ଯେଉଁ କଥା ମୋତେ ଜଣାଇ ଅଛନ୍ତି, ତାହା ଏହି: