Jeremiah 38:23 — Compare Translations

5 translations compared side by side

Odia - 1840
"ପୁଣି ଲୋକମାନେ ତୁମ୍ଭ ସ୍ତ୍ରୀ ଓ ସନ୍ତାନମାନଙ୍କୁ ଆଣି କଲଦୀଯମାନଙ୍କୁ ଦବେେ। ଆଉ ତୁମ୍ଭେ ମଧ୍ଯ ସମାନଙ୍କେ ହସ୍ତରୁ ରକ୍ଷା ପାଇବ ନାହିଁ। ବାବିଲ ରାଜାର ହସ୍ତ ରେ ଧରାୟିବ। ଆଉ ସମାନେେ ଏହି ନଗରକୁ ଅଗ୍ନି ରେ ଦଗ୍ଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଲୋକମାନେ ତୁମ୍ଭ ସ୍ତ୍ରୀ ଓ ସନ୍ତାନମାନଙ୍କୁ ଆଣି କ‌‌ଲ୍‌‌ଦୀୟମାନଙ୍କୁ ଦେବେ। ଆଉ ତୁମ୍ଭେ ମଧ୍ୟ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ। ବାବିଲ ରାଜାର ହସ୍ତରେ ଧରାଯିବ। ଆଉ ସେମାନେ ଏହି ନଗରକୁ ଅଗ୍ନିରେ ଦ‌ଗ୍‌ଧ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍‍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”
Odia IRV 2017 (ଓଡିଆ ବାଇବେଲ)