Jeremiah 38:24 — Compare Translations
5 translations compared side by side
Odia - 1840
"ତା'ପ ରେ ସିଦିକିଯ ଯିରିମିୟଙ୍କୁ କହିଲେ, ମାରେ ତୁମ୍ଭ ସହିତ କଥା ହବୋ କହେି ନ ଜାଣୁ। ତହିଁରେ ତୁମ୍ଭେ ମରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସିଦିକିୟ ଯିରିମିୟଙ୍କୁ କହିଲେ, “ମୋର ତୁମ୍ଭ ସହିତ କଥା ହେବା କେହି ନ ଜାଣୁ। ତହିଁରେ ତୁମ୍ଭେ ମରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସିଦିକୀୟ ଯିରିମୀୟଙ୍କୁ କହିଲା, “ଏସବୁ କଥା କେହି ନ ଜାଣୁ, ତହିଁରେ ତୁମ୍ଭେ ମରିବ ନାହିଁ।