Jeremiah 38:25 — Compare Translations
5 translations compared side by side
Odia - 1840
"ଆଉ ମୁଁ ତୁମ୍ଭ ସହିତ କଥା ହାଇେଛି ବୋଲି ଯଦି ଅଧିପତିମାନେ ଜାଣନ୍ତି, ତବେେ ସମାନେେ ତୁମ୍ଭକୁ କହିବେ, 'ତୁମ୍ଭେ ରାଜାଙ୍କ ସହିତ ଯାହା ଆଲୋଚନା କରିଛ କିଛି ନ ଲୁଚାଇ ତାହା ଆମ୍ଭମାନଙ୍କୁ ଜଣାଅ, ଆଉ ରାଜା ତୁମ୍ଭକୁ କ'ଣ ସବୁ କହିଛନ୍ତି, ତାହା ଠିକ୍ ଭାବରେ ପ୍ରକାଶ କର। ତାହା ହେଲେ ଆମ୍ଭମାନେେ ତୁମ୍ଭକୁ ବଧ କରିବୁ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯେବେ ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ ତୁମ୍ଭ ସହିତ କଥା ହୋଇଛି ବୋଲି ଯଦି ଅଧିପତିମାନେ ଜାଣନ୍ତି, ତେବେ ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ରାଜାଙ୍କ ସହିତ ଯାହା ଆଲୋଚନା କରିଛ କିଛି ନ ଲୁଗ୍ଭଇ ତାହା ଆମ୍ଭମାନଙ୍କୁ ଜଣାଅ, ଆଉ ରାଜା ତୁମ୍ଭକୁ କ’ଣ ସବୁ କହିଛନ୍ତି, ତାହା ଠିକ୍ ଭାବରେ ପ୍ରକାଶ କର। ତାହାହେଲେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିଅଛି ବୋଲି ଯଦି ଅଧିପତିମାନେ ଶୁଣନ୍ତି ଓ ତୁମ୍ଭ ନିକଟକୁ ଆସି କହନ୍ତି, ‘ତୁମ୍ଭେ ରାଜାଙ୍କୁ କି କି କଥା କହିଅଛ, ତାହା ଆମ୍ଭମାନଙ୍କୁ ଜଣାଅ; ସେ କଥା, ମଧ୍ୟ ରାଜା ତୁମ୍ଭକୁ ଯାହା କହିଅଛନ୍ତି, ତାହା, ଆମ୍ଭମାନଙ୍କଠାରୁ ଗୋପନ ନ କର, ତହିଁରେ ଆମ୍ଭେମାନେ ତୁମ୍ଭକୁ ବଧ କରିବୁ ନାହିଁ।’
Odia IRV 2017 (ଓଡିଆ ବାଇବେଲ)