Jeremiah 38:26 — Compare Translations

5 translations compared side by side

Odia - 1840
"ସହେି ସମୟରେ ତୁମ୍ଭେ ସମାନଙ୍କେୁ କହିବ, ' ମାେତେ ଯୋନାଥନ ଗୃହକୁ ନ ପଠାଇବା ପାଇଁ ମୁଁ ରାଜାଙ୍କ ନିକଟରେ ଅନୁନଯ କଲି। ତା' ନ ହେଲେ ମୁଁ ସଠାେ ରେ ମରିୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହକୁ ନ ପଠାଇବା ପାଇଁ ମୁଁ ରାଜାଙ୍କ ନିକଟରେ ଅନୁନୟ କଲି। ତା’ ନ ହେଲେ ମୁଁ ସେଠାରେ ମରିଯିବି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି, ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ମୋତେ ଯୋନାଥନ ଗୃହରେ ମରିବା ପାଇଁ ରାଜା ଯେପରି ଫେରି ନ ପଠାନ୍ତି,ଏଥିପାଇଁ ମୁଁ ତାଙ୍କ ଛାମୁରେ ନିବେଦନ କଲି।’”