Jeremiah 38:27 — Compare Translations
5 translations compared side by side
Odia - 1840
"ଏହାପ ରେ ଅଧିପତିଗଣ ଯିରିମିୟଙ୍କ ନିକଟକୁ ଆସିଲେ ଓ ତାଙ୍କୁ ପ୍ରଶ୍ନ କଲେ। ଆଉ ସେ କହିଲେ, ଯାହା ରାଜା ତାଙ୍କୁ କହିବା ପାଇଁ କହିଥିଲେ। ତହୁଁ ସମାନେେ ଯିରିମିୟଙ୍କୁ ପ୍ରଶ୍ନ ପଚାରିବା ବନ୍ଦ କଲେ। କାରଣ କହେି ଯିରିମିୟ ଓ ରାଜାଙ୍କର ବାର୍ତ୍ତାଳାପ ଛପି ଶୁଣିପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ । ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅଧିପତିଗଣ ଯିରିମିୟଙ୍କ ନିକଟକୁ ଆସିଲେ ଓ ତାଙ୍କୁ ପ୍ରଶ୍ନ କଲେ। ଆଉ ସେ କହିଲେ, ଯାହା ରାଜା ତାଙ୍କୁ କହିବା ପାଇଁ କହିଥିଲେ। ତହୁଁ ସେମାନେ ଯିରିମିୟଙ୍କୁ ପ୍ରଶ୍ନ ପଗ୍ଭରିବା ବନ୍ଦ କଲେ। କାରଣ କେହି ଯିରିମିୟ ଓ ରାଜାଙ୍କର ବାର୍ତ୍ତାଳାପ ଛପି ଶୁଣିପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅଧିପତି ସମସ୍ତେ ଯିରିମୀୟଙ୍କ ନିକଟକୁ ଆସି ତାଙ୍କୁ ପଚାରିଲେ; ତହିଁରେ ସେ ରାଜାଙ୍କ ଆଜ୍ଞାନୁସାରେ ଏହିସବୁ କଥା ସେମାନଙ୍କୁ ଜଣାଇଲେ। ତହୁଁ ସେମାନେ ତାଙ୍କ ସଙ୍ଗେ କଥା କହିବାର ତ୍ୟାଗ କଲେ; କାରଣ କଥା ପ୍ରକାଶ ପାଇଲା ନାହିଁ।