Jeremiah 38:28 — Compare Translations

5 translations compared side by side

Odia - 1840
"ତେଣୁ ୟିରୁଶାଲମ ଅଧିକୃତ ହବୋ ପର୍ୟ୍ଯନ୍ତ ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିରୂଶାଲମର ପରାଜୟ-ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିରୁଶାଲମ ଅଧିକୃତ ହେବା ପର୍ଯ୍ୟନ୍ତ ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।