Jeremiah 38:3 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ସଦାପ୍ରଭୁ ଏହି କଥା କହନ୍ତି, 'ଏହି ନଗର ନିଶ୍ଚଯ ବାବିଲ ରାଜାଙ୍କ ସୈନ୍ଯ ହସ୍ତ ରେ ସମର୍ପିତ ହବେ ଓ ସମାନେେ ତାହାକୁ ଅଧିକାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି,ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସଦାପ୍ରଭୁ ଏହି କଥା କହନ୍ତି, ‘ଏହି ନଗର ନିଶ୍ଚୟ ବାବିଲ ରାଜାଙ୍କ ସୈନ୍ୟ ହସ୍ତରେ ସମର୍ପିତ ହେବ ଓ ସେମାନେ ତାହାକୁ ଅଧିକାର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଏହି ନଗର ବାବିଲ ରାଜାର ସୈନ୍ୟ ହସ୍ତରେ ନିଶ୍ଚୟ ସମର୍ପିତ ହେବ ଓ ସେ ତାହା ହସ୍ତଗତ କରିବ।”