Jeremiah 38:4 — Compare Translations

5 translations compared side by side

Odia - 1840
"ତେଣୁ ସହେି ଅଧିପତିଗଣ ରାଜାଙ୍କୁ କହିଲେ, ଆମ୍ଭମାନେେ ଅନୁ ରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ଯୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଚାହୁଁ ନାହିଁ, ବରଂ ସମାନଙ୍କେର ଅମଙ୍ଗଳ ଚାହୁଁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅଧିପତିମାନେ ରାଜାକୁ କହିଲେ, ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ତର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଅଧିପତିଗଣ ରାଜାଙ୍କୁ କହିଲେ, “ଆମ୍ଭେମାନେ ଅନୁରୋଧ କରୁଅଛୁ, ଏହି ଯିରିମିୟକୁ ମୃତ୍ୟୁଦଣ୍ଡ ହେଉ। କାରଣ ସେ ଏହି ନଗରର ଅବଶିଷ୍ଟ ଯୋଦ୍ଧାମାନଙ୍କୁ ଏହି ପ୍ରକାର କଥା କହି ନିରୁତ୍ସାହିତ କରୁଅଛି। ପୁଣି ସେ ଏହି ଲୋକମାନଙ୍କର ମଙ୍ଗଳ ଗ୍ଭହୁଁ ନାହିଁ, ବରଂ ସେମାନଙ୍କର ଅମଙ୍ଗଳ ଗ୍ଭହୁଁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।