Jeremiah 38:6 — Compare Translations
5 translations compared side by side
Odia - 1840
"ଏଣୁ ସମାନେେ ଯିରିମିୟଙ୍କୁ ନଇେ ପ୍ରହରୀ ପ୍ରାଙ୍ଗଣସ୍ଥିତ ମଲିଯ ରାଜପୁତ୍ରର କୂପ ରେ ପକାଇ ଦେଲେ। ସମାନେେ ରଜ୍ଜୁ ରେ ଯିରିମିୟଙ୍କୁ କୂପ ମଧ୍ଯକୁ ଓହ୍ଲାଇ ଦେଲେ। ପୁଣି ସହେି କୂପ ରେ ଜଳ ନ ଥିଲା, କବଳେ ପଙ୍କ ଥିଲା। ଯିରିମିୟ ସହେି ପଙ୍କ ରେ ନିମଗ୍ନ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ-ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ଵାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ । ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା । ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସେମାନେ ଯିରିମିୟଙ୍କୁ ନେଇ ପ୍ରହରୀ ପ୍ରାଙ୍ଗଣସ୍ଥିତ ମଲ୍କିୟ ରାଜପୁତ୍ରର କୂପରେ ପକାଇ ଦେଲେ। ସେମାନେ ରଜ୍ଜୁରେ ଯିରିମିୟଙ୍କୁ କୂପ ମଧ୍ୟକୁ ଓହ୍ଲାଇ ଦେଲେ। ପୁଣି ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଯିରିମିୟ ସେହି ପଙ୍କରେ ନିମଗ୍ନ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଲାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।