Jeremiah 38:7 — Compare Translations

5 translations compared side by side

Odia - 1840
"କିନ୍ତୁ ଯିରିମିୟ ଖଣା ରେ ପତିତ ହାଇେଥିବା କଥା ରାଜଗୃହସ୍ଥିତ ଏବଦମଲକେ ନାମକ ଜଣେ ନପୁସଂକ ଲୋକ ଶୁଣିଲା। ସହେି ସମୟରେ ରାଜା ସିଦିକିଯ ବିନ୍ଯାମୀନ ଫାଟକରେ ବସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍-ମେଲକ୍ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ଵାରରେ ଉପବିଷ୍ଟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯିରିମିୟ ଖଣାରେ ପତିତ ହୋଇଥିବା କଥା ରାଜଗୃହସ୍ଥିତ ‌ଏବ‌‌ଦ୍‌‌ମେଲକ ନାମକ ଜଣେ ନପୁଂସକ ଲୋକ ଶୁଣିଲା। ସେହି ସମୟରେ ରାଜା ସିଦିକିୟ ବିନ୍ୟାମୀନ ଫାଟକରେ ବସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।