Jeremiah 38:8 — Compare Translations

5 translations compared side by side

Odia - 1840
"ଏବଦ-ମଲକେ ରାଜଗୃହରୁ ବାହାରି ରାଜାଙ୍କୁ କହିଲା, ହେ ଆମ୍ଭର ମହାରାଜ! ଏହି ଲୋକମାନେ ଯିରିମିୟ ଭବିଷ୍ଯଦବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ଯବହାର କରିଅଛନ୍ତି। ସମାନେେ ତାହାଙ୍କୁ କୂପ ରେ ପକାଇ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବଦ୍-ମେଲକ୍ ରାଜା ଗୃହରୁ ବାହାରି ରାଜାକୁ କହିଲା,
Odia Bible ERV 2004 (ପବିତ୍ର ବାଇବଲ)
ଏବଦ୍-ମେଲକ ରାଜଗୃହରୁ ବାହାରି ରାଜାଙ୍କୁ କହିଲା, “ହେ ଆମ୍ଭର ମହାରାଜ! ଏହି ଲୋକମାନେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି। ସେମାନେ ତାହାଙ୍କୁ କୂପରେ ପକାଇ ଅଛନ୍ତି। ସେ ଯେଉଁଠାରେ ଅଛନ୍ତି ଦୁର୍ଭିକ୍ଷ ସକାଶୁ ସେଠାରେ ମଲାପରି ଅଛନ୍ତି। କାରଣ ନଗରରେ ଆଉ ରୋଟୀ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,
Odia IRV 2017 (ଓଡିଆ ବାଇବେଲ)
ଏବଦ୍‍-ମେଲକ ରାଜଗୃହରୁ ବାହାରି ରାଜାକୁ କହିଲା,