Jeremiah 39:1 — Compare Translations

5 translations compared side by side

Odia - 1840
"ଅନନ୍ତର ଯିହୁଦାର ରାଜା ସିଦିକିଯର ରାଜଜ୍ବର ନବମ ବର୍ଷର ଦଶମ ମାସ ରେ ବାବିଲର ରାଜା ନବୁଖଦନିତ୍ସର ଓ ତାହାର ସମସ୍ତ ସୈନ୍ଯ ୟିରୁଶାଲମର ବିରୁଦ୍ଧ ରେ ଆସି ତାହା ଅବରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୁଦାର ରାଜା ସିଦିକୀୟର ଅଧିକାରର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମର ପତନ ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୁଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;