Jeremiah 39:10 — Compare Translations

5 translations compared side by side

Odia - 1840
"କିନ୍ତୁ ସହେି ପ୍ରହରୀବର୍ଗ ରେ ସନୋପତି ନବୂଷରଦନ୍ କେତକେ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶ ରେ ଛାଡ଼ିଗଲା, ଆଉ ସମାନଙ୍କେୁ ସହେିଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପ୍ରହରୀବର୍ଗର ସେନାପତି ନବୂସର୍ଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ପ୍ରହରୀବର୍ଗରେ ସେନାପତି ନବୂଷରଦନ୍ କେତେକ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିଗଲା, ଆଉ ସେମାନଙ୍କୁ ସେହି ଦିନ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।