Jeremiah 39:11 — Compare Translations

5 translations compared side by side

Odia - 1840
"ମାତ୍ର ବାବିଲର ରାଜା ନବୂଖଦନିତ୍ସର ଯିରିମିୟଙ୍କ ବିଷଯ ରେ ପ୍ରହରୀବର୍ଗର ସନୋପତି ନବୂଷରଦନକୁ ଏହି ଆଜ୍ଞା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍କୁ ଏହି ଆଜ୍ଞା କଲା,
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯିରିମିୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦ‌‌‌ନ୍‌‌‌କୁ ଏହି ଆଜ୍ଞା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,