Jeremiah 39:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯିରିମିୟଙ୍କୁ ଦକେ ଓ ତାଙ୍କର ଯତ୍ନ ନିଅ। ତାଙ୍କର କୌଣସି କ୍ଷତି କର ନାହିଁ। ସେ ତୁମ୍ଭକୁ ଯାହା ମାଗିବେ, ତାହା ତାଙ୍କୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ଵାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଯିରିମିୟଙ୍କୁ ଦେଖ ଓ ତାଙ୍କର ଯତ୍ନ ନିଅ। ତାଙ୍କର କୌଣସି କ୍ଷତି କର ନାହିଁ। ସେ ତୁମ୍ଭକୁ ଯାହା ମାଗିବେ, ତାହା ତାଙ୍କୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”