Jeremiah 39:13 — Compare Translations
5 translations compared side by side
Odia - 1840
"ତେଣୁ ପ୍ରହରୀବର୍ଗର ସନୋପତି ନବୂଷରଦନ୍, ସନୋଧ୍ଯକ୍ଷ ନବୂଶସବନ୍ ଓ ନେଶୀର ଶଲେତ୍ସର ଓ ବାବିଲର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇ ଯିରିମିୟଙ୍କୁ ଡ଼କାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଓ ନବୂଶସ୍ବନ୍, ରବସାରୀସ୍ ଓ ନେର୍ଗଲ-ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ସେନାଧ୍ୟକ୍ଷ ନବୂଶସବନ୍ ଓ ନେର୍ଗଲ-ଶରେତ୍ସର ଓ ବାବିଲର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇ ଯିରିମିୟଙ୍କୁ ଡକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଓ ନବୂଶସ୍ବନ୍, ରବ୍ସାରୀସ୍ ଓ ନେର୍ଗଲ ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଓ ନବୂଶସ୍ବନ୍, ରବ୍ସାରୀସ୍ ଓ ନେର୍ଗଲ ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।