Jeremiah 39:15 — Compare Translations
5 translations compared side by side
Odia - 1840
"ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦୀଥିବା ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ତାଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରିମୀୟ ପ୍ରହରୀ-ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କଠାରୁ ଏବଦ୍-ମେଲକଙ୍କ ପ୍ରତି ଏକ ବାର୍ତ୍ତା ଯିରିମିୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦୀଥିବା ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।