Jeremiah 39:16 — Compare Translations

5 translations compared side by side

Odia - 1840
" ହେ ଯିରିମିୟ, ତୁମ୍ଭେ ୟାଇ କୁଶୀଯ ଏବଦମଲକେକୁ କୁହ, 'ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଦେଖ, ଏହି ନଗର ପ୍ରତି ମଙ୍ଗଳ ପାଇଁ ନୁହଁ, ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ଯସବୁ ସଫଳ କରିବା। ଆଉ ସେସବୁ ତୁମ୍ଭ ସାକ୍ଷାତ ରେ ସଫଳ ହବୋର ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯାଇ କୁଶୀୟ ଏବଦ୍-ମେଲକକୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ତୁମ୍ଭେ ଯାଇ କୁଶୀୟ ଏବ‌‌ଦ୍‌‌-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଏହି ନଗର ପ୍ରତି ମଙ୍ଗଳ ପାଇଁ ନୁହଁ, ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟସବୁ ସଫଳ କରିବା। ଆଉ ସେସବୁ ତୁମ୍ଭ ସାକ୍ଷାତରେ ସଫଳ ହେବାର ଦେଖିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।’