Jeremiah 39:17 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ କହନ୍ତି, ସଦେିନ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା।' 'ଆଉ ତୁମ୍ଭେ ଯେଉଁ ଲୋକମାନଙ୍କୁ ଭୟ କରୁଛ, ସମାନଙ୍କେ ହସ୍ତ ରେ ତୁମ୍ଭେ ସମର୍ପିତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କହନ୍ତି, ‘ସେଦିନ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା। ଆଉ ତୁମ୍ଭେ ଯେଉଁ ଲୋକମାନଙ୍କୁ ଭୟ କରୁଛ, ସେମାନଙ୍କ ହସ୍ତରେ ତୁମ୍ଭେ ସମର୍ପିତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ କହନ୍ତି, ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ କହନ୍ତି, ‘ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।