Jeremiah 39:18 — Compare Translations
5 translations compared side by side
Odia - 1840
"ଆଉ ହେ ଏବଦମଲକେ, ଆମ୍ଭେ ତୁମ୍ଭକୁ ନିଶ୍ଚଯ ରକ୍ଷା କରିବା। ତୁମ୍ଭେ ଖଡ୍ଗ ରେ ନିହତ ହବେ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେ ହତେୁ ତୁମ୍ଭେ ଆମ୍ଭଠା ରେ ବିଶ୍ବାସ ରଖିଛ।ଏହି ବାକ୍ଯ ସଦାପ୍ରଭୁଙ୍କଠାରୁ ଆସିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ଼୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ଵରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରିଅଛ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ହେ ଏବଦ୍-ମେଲକ, ଆମ୍ଭେ ତୁମ୍ଭକୁ ନିଶ୍ଚୟ ରକ୍ଷା କରିବା। ତୁମ୍ଭେ ଖଡ଼୍ଗରେ ନିହତ ହେବ ନାହିଁ। ମାତ୍ର ତୁମ୍ଭେ ରକ୍ଷା ପାଇବ ଓ ବଞ୍ଚିବ। ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ ରଖିଛ।’” ଏହି ବାକ୍ୟ ସଦାପ୍ରଭୁଙ୍କଠାରୁ ଆସିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ, ଏହା ସଦାପ୍ରଭୁ କହନ୍ତି।’”
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ,’ ଏହା ସଦାପ୍ରଭୁ କହନ୍ତି।”