Jeremiah 39:2 — Compare Translations
5 translations compared side by side
Odia - 1840
"ସିଦିକିଯର ରାଜତ୍ବର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନ ରେ ଏହି ନଗରର ପ୍ରାଚୀର ଭଙ୍ଗାଗଲା ଓ ୟିରୁଶାଲମକୁ କରଗତ କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିଦିକୀୟର ଅଧିକାରର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା । ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ସିଦିକିୟର ରାଜତ୍ୱର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ଏହି ନଗରର ପ୍ରାଚୀର ଭଙ୍ଗାଗଲା ଓ ଯିରୁଶାଲମକୁ କରଗତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
Odia IRV 2017 (ଓଡିଆ ବାଇବେଲ)
ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,