Jeremiah 39:3 — Compare Translations
5 translations compared side by side
Odia - 1840
"ତା'ପ ରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା: ର୍ନଗେଲଶ ରେତ୍ସର, ସମଗର-ନବୋ, ଶସଖୀମ, ରବସାରୀସ୍ ଓ ରବମାଗ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମାଧ୍ଯମ ଦ୍ବାର ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବସାରୀସ୍, ନେର୍ଗଲ-ଶରେତ୍ସର, ରବମାଗ୍, ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ଵାରରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବାବିଲ ରାଜାର ସମସ୍ତ ଅଧିପତିମାନେ ଯଥା: ନେର୍ଗଲଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ, ରବସାରୀସ୍ ଓ ରବମାଗ୍ ପ୍ରଭୃତି ବାବିଲ ରାଜାର ଅବିଶିଷ୍ଟ ଅଧିପତି ସମସ୍ତେ ଆସି ମଧ୍ୟମ ଦ୍ୱାରରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲ ଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବ୍ସାରୀସ୍, ନେର୍ଗଲ ଶରେତ୍ସର, ରବମାଗ୍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲ ଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବ୍ସାରୀସ୍, ନେର୍ଗଲ ଶରେତ୍ସର, ରବମାଗ୍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।