Jeremiah 39:4 — Compare Translations
5 translations compared side by side
Odia - 1840
"ତହୁଁ ଯିହୁଦାର ରାଜା ସିଦିକିଯ ଓ ସମସ୍ତ ସୈନ୍ଯଗଣ ସମାନଙ୍କେୁ ଦେଖି ପଳାଯନ କଲେ। ସମାନେେ ରାତ୍ରିକାଳ ରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦଇେ ଦୁଇ ପ୍ରାଚୀରର ମଧ୍ଯସ୍ଥିତ ଦ୍ବାର ରେ ନଗରରୁ ବାହାରି ଗଲେ। ପୁଣି ସମାନେେ ପ୍ରାନ୍ତର ଆଡ଼େ ଚାଲିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ଵାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରାବା ପଥରେ ଚାଲିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯିହୁଦାର ରାଜା ସିଦିକିୟ ଓ ସମସ୍ତ ସୈନ୍ୟଗଣ ସେମାନଙ୍କୁ ଦେଖି ପଳାୟନ କଲେ। ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରି ଗଲେ। ପୁଣି ସେମାନେ ପ୍ରାନ୍ତର ଆଡ଼େ ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରିଗଲେ; ପୁଣି, ସେ ଆରବା ପଥରେ ଚାଲିଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରି ଗଲେ; ପୁଣି, ସେ ଆରାବା ପଥରେ ଚାଲିଗଲା।