Jeremiah 39:5 — Compare Translations

5 translations compared side by side

Odia - 1840
"ମାତ୍ର କଲଦୀଯମାନଙ୍କର ସୈନ୍ଯ ସମାନଙ୍କେ ପେଛ ପେଛ ଗୋଡ଼ାଇ ଯିରୀହାେ ପଦା ରେ ସିଦିକିଯ ନିକଟରେ ପହନ୍ଚିଲେ। ସମାନଙ୍କେୁ ଧରି ହମାତ୍ ଦେଶସ୍ଥ ରିବ୍ଲା ରେ ବାବିଲର ରାଜା ନବୁଖଦନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ଯବସ୍ଥା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ-ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ତାଜ୍ଞା ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର କ‌‌ଲ୍‌‌ଦୀୟମାନଙ୍କର ସୈନ୍ୟ ସେମାନଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକିୟ ନିକଟରେ ପହଞ୍ଚିଲେ। ସେମାନଙ୍କୁ ଧରି ହମାତ୍ ଦେଶସ୍ଥ ରି‌‌‌ବ୍‌‌‌ଲାରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ୟବସ୍ଥା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍‍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା।