Jeremiah 39:6 — Compare Translations
5 translations compared side by side
Odia - 1840
"ବାବିଲ ରାଜା ରିବ୍ଲା ରେ ସିଦିକିଯର ସମ୍ମୁଖ ରେ ସିଦିକିଯର ପୁତ୍ରମାନଙ୍କୁ ବଧ କଲେ। ଆଉ ମଧ୍ଯ ତାଙ୍କର ଅଧିପତିଙ୍କୁ ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି,ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ରାଜା ରିବ୍ଲାରେ ସିଦିକିୟର ସମ୍ମୁଖରେ ସିଦିକିୟର ପୁତ୍ରମାନଙ୍କୁ ବଧ କଲେ। ଆଉ ମଧ୍ୟ ତାଙ୍କର ଅଧିପତିଙ୍କୁ ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।