Jeremiah 39:7 — Compare Translations
5 translations compared side by side
Odia - 1840
"ପୁଣି ସେ ସିଦିକିଯର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନବୋକୁ ପିତ୍ତଳ ଶୃଙ୍ଖଳ ରେ ବାନ୍ଧିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଲରେ ବଦ୍ଧ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସିଦିକିୟର ଚକ୍ଷୁ ଉପାଡ଼ି ତାକୁ ବାବିଲକୁ ନେବାକୁ ପିତ୍ତଳ ଶୃଙ୍ଖଳରେ ବାନ୍ଧିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା।