Jeremiah 39:8 — Compare Translations

5 translations compared side by side

Odia - 1840
"କଲଦୀଯମାନେ ରାଜଗୃହ ଓ ଲୋକମାନଙ୍କର ସମସ୍ତ ଗୃହ ଅଗ୍ନି ରେ ଦଗ୍ଧ କଲେ। ଆଉ ୟିରୁଶାଲମର ପ୍ରାଚୀର ସବୁ ଭାଙ୍ଗି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
କ‌‌ଲ୍‌‌ଦୀୟମାନେ ରାଜଗୃହ ଓ ଲୋକମାନଙ୍କର ସମସ୍ତ ଗୃହ ଅଗ୍ନିରେ ଦ‌ଗ୍‌ଧ କଲେ। ଆଉ ଯିରୁଶାଲମର ପ୍ରାଚୀର ସବୁ ଭାଙ୍ଗି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।