Jeremiah 39:9 — Compare Translations
5 translations compared side by side
Odia - 1840
"ବାବିଲ ରାଜାର ନବୂଷରଦନ ନାମକ ଜଣେ ପ୍ରହରୀବର୍ଗର ସନୋପତି ୟିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହାଇେଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରହରୀବର୍ଗର ସେନାପତି ନବୁସର୍ଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାବିଲ ରାଜାର ନବୂଷରଦନ୍ ନାମକ ଜଣେ ପ୍ରହରୀବର୍ଗର ସେନାପତି ଯିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।