Jeremiah 4:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ଯଦି ତୁମ୍ଭେ ଫରେି ଆସିବାକୁ ଇଚ୍ଛା କରୁଛ, ତବେେ ମାେ ନିକଟକୁ ଫରେିଆସ। ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖରୁ ଫିଙ୍ଗି ଦିଅ ଓ ବିପଥଗାମୀ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ, ଯେବେ ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯେବେ ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ନୋହିବ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଯଦି ତୁମ୍ଭେ ଫେରି ଆସିବାକୁ ଇଚ୍ଛା କରୁଛ, ତେବେ ମୋ’ ନିକଟକୁ ଫେରି ଆସ। ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମୋ’ ଚକ୍ଷୁ ସମ୍ମୁଖରୁ ଫିଙ୍ଗିଦିଅ ଓ ବିପଥଗାମୀ ହୁଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;