Jeremiah 4:10 — Compare Translations
5 translations compared side by side
Odia - 1840
"ଏଥି ରେ ମୁଁ, ଯିରିମିୟ କହିଲି, ହେ ସଦାପ୍ରଭୁ ମାରେ ପ୍ରଭୁ, ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ପ୍ରକୃତ ରେ ଭ୍ରାନ୍ତି ରେ ପକାଇଛ। ତୁମ୍ଭେ ସମାନଙ୍କେୁ କହିଛ, 'ତୁମ୍ଭମାନେେ ଶାନ୍ତି ପାଇବ, କିନ୍ତୁ ସମାନଙ୍କେ ଗଳା ପାଖ ରେ ଖଡ୍ଗ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମୁଁ କହିଲି, ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ଼୍ଗ ପ୍ରାଣକୁ ଆଘାତ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ମୁଁ, ଯିରିମିୟ କହିଲି, “ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ପ୍ରକୃତରେ ଭ୍ରାନ୍ତିରେ ପକାଇଛ। ତୁମ୍ଭେ ସେମାନଙ୍କୁ କହିଛ, ‘ତୁମ୍ଭେମାନେ ଶାନ୍ତି ପାଇବ।’ କିନ୍ତୁ ସେମାନଙ୍କ ଗଳା ପାଖରେ ଖଡ଼୍ଗ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”