Jeremiah 4:11 — Compare Translations

5 translations compared side by side

Odia - 1840
"ସହେି ସମୟରେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କ ପାଖକୁ ଏହି ବାର୍ତ୍ତା ଆସିବ, ପ୍ରାନ୍ତରସ୍ଥ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କ ଆଡ଼କୁ ଉଷ୍ମବାଯୁ ଆସୁଅଛି। ତାହା ଶସ୍ଯରୁ ତୁଷ ଝାଡ଼ିବା ପାଇଁ ଧୀର ବାଯୁ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପାଖକୁ ଏହି ବାର୍ତ୍ତା ଆସିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କ ଆଡ଼କୁ ଉଷ୍ମବାୟୁ ଆସୁଅଛି। ତାହା ଶସ୍ୟରୁ ତୁଷ ଝାଡ଼ିବା ପାଇଁ ଧୀର ବାୟୁ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;