Jeremiah 4:12 — Compare Translations

5 translations compared side by side

Odia - 1840
"ଏହାଠାରୁ ଏକ ଶକ୍ତିଶାଳୀ ବାଯୁ ଆମ୍ଭ ପାଖକୁ ଆସୁଛି। ବର୍ତ୍ତମାନ ଯିହୁଦାର ଲୋକମାନଙ୍କ ବିରୁଦ୍ଧ ରେ ଆମ୍ଭେ ଆପଣା ଦଣ୍ଡ ଘାଷେଣା କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ତାଜ୍ଞା ପ୍ରକାଶ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହାଠାରୁ ଏକ ଶକ୍ତିଶାଳୀ ବାୟୁ ଆମ୍ଭ ପାଖକୁ ଆସୁଛି। ବର୍ତ୍ତମାନ ଯିହୁଦାର ଲୋକମାନଙ୍କ ବିରୁଦ୍ଧରେ ଆମ୍ଭେ ଆପଣା ଦଣ୍ଡ ଘୋଷଣା କରୁଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।”
Odia IRV 2017 (ଓଡିଆ ବାଇବେଲ)
ସେହିସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।”