Jeremiah 4:13 — Compare Translations
5 translations compared side by side
Odia - 1840
"ଦେଖ, ସେ ମେଘଖଣ୍ଡ ସଦୃଶ ଆସୁଅଛି। ତାହାର କଥାଗୁଡ଼ିକ ଘୂର୍ଣ୍ଣିବାଯୁ ସଦୃଶ ଓ ତାହାର ଅସ୍ତ୍ରଗୁଡ଼ିକ ଇଗଲ ପକ୍ଷୀଠାରୁ ଅଧିକ ଦ୍ରୁତଗାମୀ ହବେେ। ଏହା ଆମ୍ଭମାନଙ୍କ ପାଇଁ ବହୁ ଅମଙ୍ଗଳ ହବେ ଓ ଆମ୍ଭମାନେେ ବିନଷ୍ଟ ହବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ଵରୂପ ହେବ; ତାହାର ଅଶ୍ଵଗଣ ଉତ୍କୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ । ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ସେ ମେଘଖଣ୍ଡ ସଦୃଶ ଆସୁଅଛି। ତାହାର କଥାଗୁଡ଼ିକ ଘୂର୍ଣ୍ଣିବାୟୁ ସଦୃଶ ଓ ତାହାର ଅସ୍ତ୍ରଗୁଡ଼ିକ ଉତ୍କ୍ରୋଶପକ୍ଷୀଠାରୁ ଅଧିକ ଦ୍ରୁତଗାମୀ ହେବେ। ଏହା ଆମ୍ଭମାନଙ୍କ ପାଇଁ ବହୁ ଅମଙ୍ଗଳ ହେବ ଓ ଆମ୍ଭେମାନେ ବିନଷ୍ଟ ହେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।