Jeremiah 4:14 — Compare Translations

5 translations compared side by side

Odia - 1840
"ହେ ୟିରୁଶାଲମ ନିବାସୀଗଣ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦଯରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦଯକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧିଅରେ ସ୍ଥାନ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ । ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ଯିରୁଶାଲମ ନିବାସୀଗଣ! ଉଦ୍ଧାର ପାଇବା ନିମନ୍ତେ ନିଜ ନିଜ ହୃଦୟରୁ ଅମଙ୍ଗଳକୁ ଧୋଇ ଦିଅ। ହୃଦୟକୁ ନିର୍ମଳ ଓ ପବିତ୍ର କର, ଆଉ ମନ୍ଦ କଳ୍ପନା ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?
Odia IRV 2017 (ଓଡିଆ ବାଇବେଲ)
ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?