Jeremiah 4:15 — Compare Translations

5 translations compared side by side

Odia - 1840
"ହଁ ତୁମ୍ଭେ ଯତ୍ନ ସହକା ରେ ଶୁଣିବା ଉଚିତ୍, କାରଣ ଦାନରୁ ଏକ ସ୍ବର ଶୁଣାୟିବ ଏବଂ ଇଫ୍ରଯିମ ପର୍ବତରୁ ଏକ ଦୁଃସମ୍ବାଦ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ;
Odia Bible ERV 2004 (ପବିତ୍ର ବାଇବଲ)
ହଁ ତୁମ୍ଭେ ଯତ୍ନ ସହକାରେ ଶୁଣିବା ଉଚିତ୍, କାରଣ ଦାନରୁ ଏକ ସ୍ୱର ଶୁଣାଯିବ ଏବଂ ଇଫ୍ରୟିମ ପର୍ବତରୁ ଏକ ଦୁଃସମ୍ବାଦ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ;
Odia IRV 2017 (ଓଡିଆ ବାଇବେଲ)
କାରଣ ଦାନ୍‍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ;