Jeremiah 4:16 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ନାନାଦେଶୀଯମାନଙ୍କୁ ଜଣାଅ, ୟିରୁଶାଲମ ବିରୁଦ୍ଧ ରେ ଘାଷେଣା କର। ଦୂର ଦେଶରୁ ଶତ୍ରୁମାନେ ଆସୁଛନ୍ତି। ସମାନେେ ଯିହୁଦାର ନଗରଗୁଡ଼ିକ ବିରୁଦ୍ଧ ରେ ରଣହୁଙ୍କାର ଛାଡ଼ୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ନାନାଦେଶୀୟମାନଙ୍କୁ ଜଣାଅ, ଯିରୁଶାଲମ ବିରୁଦ୍ଧରେ ଘୋଷଣା କର। ଦୂର ଦେଶରୁ ଶତ୍ରୁମାନେ ଆସୁଛନ୍ତି। ସେମାନେ ଯିହୁଦାର ନଗରଗୁଡ଼ିକ ବିରୁଦ୍ଧରେ ରଣହୁଙ୍କାର ଛାଡ଼ୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, “ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।