Jeremiah 4:17 — Compare Translations
5 translations compared side by side
Odia - 1840
"ସମାନେେ ଶସ୍ଯକ୍ଷେତ୍ର ଜଗୁଆଳି ସଦୃଶ ୟିରୁଶାଲମକୁ ଚାରିଆଡ଼େ ଘରେି ରହିଛନ୍ତି। କାରଣ ସଦାପ୍ରଭୁ କହନ୍ତି, ସମାନେେ ଆମ୍ଭର ବିଦ୍ରୋହାଚାରିଣୀ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କ୍ଷେତ୍ର-ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି,କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଶସ୍ୟକ୍ଷେତ୍ର ଜଗୁଆଳି ସଦୃଶ ଯିରୁଶାଲମକୁ ଗ୍ଭରିଆଡ଼େ ଘେରି ରହିଛନ୍ତି। କାରଣ ସଦାପ୍ରଭୁ କହନ୍ତି, ସେମାନେ ଆମ୍ଭର ବିଦ୍ରୋହାଗ୍ଭରିଣୀ ହୋଇଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, “ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।