Jeremiah 4:18 — Compare Translations

5 translations compared side by side

Odia - 1840
"ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିଯାସବୁ ତୁମ୍ଭପ୍ରତି ଦୁଃଖ ଘଟାଇଅଛି। ସହେି ମନ୍ଦ କ୍ରିଯା ତୁମ୍ଭର ଜୀବନକୁ ଦୁଃସହ କରିଛି। ଏହା ଅତ୍ଯନ୍ତ ତିକ୍ତ ଓ ମର୍ମଭଦକେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟାସବୁ ତୁମ୍ଭ ପ୍ରତି ଦୁଃଖ ଘଟାଇଅଛି। ସେହି ମନ୍ଦ କ୍ରିୟା ତୁମ୍ଭର ଜୀବନକୁ ଦୁଃସହ କରିଛି। ଏହା ଅତ୍ୟନ୍ତ ତିକ୍ତ ଓ ମର୍ମଭେଦକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”