Jeremiah 4:19 — Compare Translations
5 translations compared side by side
Odia - 1840
"ହାୟ, ହାୟ, ମାରେ ଦୁଃଖ ଓ ମାରେ ବ୍ଯସ୍ତତା ମାରେ ଅନ୍ତନାଡ଼ିକୁ ବ୍ଯଥିତ କରୁଛି। ମୁଁ ହୃଦଯ ରେ ଅସ୍ଥିରତା ଅନୁଭବ କରୁଛି। ମୁଁ ସ୍ଥିର ରହିପାରୁ ନାହିଁ, କାରଣ ମୁଁ ସହେି ତୂରୀ ଶବ୍ଦ ଓ ୟୁଦ୍ଧର ନାଦ ଶୁଣିପାରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ମୋହର ଅନ୍ତ୍ର! ମୋହର ଅନ୍ତ୍ର! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶଦ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରିମିୟଙ୍କ ବିଳାପ ହାୟ, ହାୟ, ମୋର ଦୁଃଖ ଓ ମୋର ବ୍ୟସ୍ତତା ମୋର ଅନ୍ତନାଡ଼ିକୁ ବ୍ୟଥିତ କରୁଅଛି। ମୁଁ ହୃଦୟରେ ଅସ୍ଥିରତା ଅନୁଭବ କରୁଅଛି। ମୁଁ ସ୍ଥିର ରହିପାରୁ ନାହିଁ, କାରଣ ମୁଁ ସେହି ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିପାରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀ ଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।
Odia IRV 2017 (ଓଡିଆ ବାଇବେଲ)
ହାୟ, ମୋହର ପ୍ରାଣ! ମୋହର ପ୍ରାଣ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋ’ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।