Jeremiah 4:2 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ସହେିସବୁ କରିବ, ତବେେ ତୁମ୍ଭକୁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହିବାକୁ ପଡ଼ିବ ଯେ 'ସଦାପ୍ରଭୁ ଜୀବିତ।' ଆଉ ତୁମ୍ଭେ ଏସବୁ ସତ୍ଯ, ନ୍ଯାଯ ଓ ଧାର୍ମିକତା ରେ ସେ ସବୁ କହିବାକୁ କ୍ଷମ ହବେ। ତାହାଦ୍ବାରା ନାନାଦେଶୀଯମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହବେେ। ସମାନେେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେ ସତ୍ୟରେ ଓ ନ୍ୟାୟରେ ଓ ଧାର୍ମିକତାରେ ଜୀବତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ⇧ ଓ ତାହାଙ୍କଠାରେ ଦର୍ପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ସେହିସବୁ କରିବ, ତେବେ ତୁମ୍ଭକୁ ସଦାପ୍ରଭୁଙ୍କ ନାମରେ ଶପଥ କରି କହିବାକୁ ପଡ଼ିବ ଯେ ‘ସଦାପ୍ରଭୁ ଜୀବିତ।’ ଆଉ ତୁମ୍ଭେ ଏସବୁ ସତ୍ୟ, ନ୍ୟାୟ ଓ ଧାର୍ମିକତାରେ ସେ ସବୁ କହିବାକୁ କ୍ଷମ ହେବ। ତାହାଦ୍ୱାରା ନାନାଦେଶୀୟମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହେବେ। ସେମାନେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।