Jeremiah 4:20 — Compare Translations
5 translations compared side by side
Odia - 1840
"ବିନାଶ ପ ରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧିଅରେ ମାରେ ତମ୍ବୁ ଓ ନିମିଷକ ମଧିଅରେ ମାହେର ୟବନିକା ସବୁ ଧ୍ବଂସ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ଵୁ, ଏକ ନିମିଷ ମଧ୍ୟରେ ମୋହର ଯବନିକାସବୁ ଉଚ୍ଛିନ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ବିନାଶ ପରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧ୍ୟରେ ମୋର ତମ୍ବୁ ଓ ନିମିଷକ ମଧ୍ୟରେ ମୋହର ଯବନିକା ସବୁ ଧ୍ୱଂସ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।