Jeremiah 4:21 — Compare Translations
5 translations compared side by side
Odia - 1840
"ହେ ପ୍ରଭୁ, ମୁଁ କେତକୋଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶଦ୍ଦ ଶୁଣିବି?
Odia Bible ERV 2004 (ପବିତ୍ର ବାଇବଲ)
ହେ ପ୍ରଭୁ, ମୁଁ କେତେକାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?
Odia IRV 2017 (ଓଡିଆ ବାଇବେଲ)
ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି?